ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।
ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।
