ଅପରେସନ ସିନ୍ଦୂରରୁ ଆମେ କ’ଣ ପାଇଲୁ…’: ଜୟରାମଙ୍କ ପ୍ରଶ୍ନ

: ଜୟରାମ ରମେଶ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଅନେକ ପ୍ରଶ୍ନ ପଚାରିଛନ୍ତି। ସେ ପଚାରିଛନ୍ତି ନୂଆଦିଲ୍ଲୀ କ’ଣ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୃତୀୟ ପକ୍ଷ ହସ୍ତକ୍ଷେପ ପାଇଁ ଦ୍ୱାର ଖୋଲି ଦେଇଛି?’ ପାକିସ୍ତାନ ସହିତ କୂଟନୈତିକ ଚ୍ୟାନେଲ ଖୋଲାଯାଇଛି କି?

ସେ ଲେଖିଛନ୍ତି, ଭାରତୀୟ ଜାତୀୟ କଂଗ୍ରେସ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଉ ବୋଲି ଦାବି କରୁଛି। ସେ ଭାରତ-ପାକିସ୍ତାନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ପାଇଁ ଏକ ବୈଠକ ଡକାଯିବା ନେଇ ଦାବି କରିଛନ୍ତି।

ଜୟରାମ ରମେଶ କେନ୍ଦ୍ର ସରକାରଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି, ଯେଉଁଥିରୁ ପ୍ରଥମଟି ହେଉଛି କି ନୂଆଦିଲ୍ଲୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୃତୀୟ ପକ୍ଷ ହସ୍ତକ୍ଷେପ ପାଇଁ ଦ୍ୱାର ଖୋଲିଛି କି?

Leave a Reply

Your email address will not be published. Required fields are marked *