ପାଣିପାଗ ସୂଚନା ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର,୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା Sukanta NayakMay 16, 2025 କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼କୁ ରେଡ୍ ଆଲର୍ଟ-ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ମଧ୍ୟ ରେଡ୍ ଆଲର୍ଟ-ଆସନ୍ତା ୨ ଘଣ୍ଟାରେ ୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା
ଭାସୁଛି ଗୁଜୁରାଟ ଗୁଜୁରାଟ : ରାଜଧାନୀ ଦିଲ୍ଲୀ ଭଳି ଗୁଜରାଟରେ ମଧ୍ୟ ଲଗାଣ ବର୍ଷା ଜାରିରହିଛି । ସେଠାରେ ମଧ୍ୟ ଲଗାଣ ବର୍ଷା ହେବା ପରେ ଗମ୍ଭୀର ହୋଇଛି ବନ୍ୟା…
ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ…
ରାଜ୍ୟରେ ବର୍ଷା ଜାରି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗିରହିବ। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ।…