accident ପିକ୍ ଅପ୍ ଦୁର୍ଘଟଣା ଗ୍ରସ୍ତ, ୨ମୃତ ଓ ୨୫ ଆହତ Sukanta NayakMay 23, 2025 ସୁବର୍ଣ୍ଣପୁର: NH ୫୭ ହରଡ଼ଖୋଲ ଛକରେ ଦୁର୍ଘଟଣାଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ପିକ୍ଅପ୍ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ, ୨୫ ଆହତସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିବରଗଡ଼ରୁ ବାହାଘର ପାଇଁ ବୌଦ୍ଧ ମନମୁଣ୍ଡା ଯାଉଥିଲେ
୧୫ଫୁଟ ତଳକୁ ଖସିଲା ଚିପ୍ସ ବୋଝେଇ ଟ୍ରକ୍ ଫୋକସ ପ୍ଲସ ୩୧/୧/୨୩(ଭଦ୍ରକ):ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଗେଲପୁର ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଚିପ୍ସ ବୋଝେଇ ଟ୍ରକ୍ ଭାରସାମ୍ୟ…
୩୬ ଘଣ୍ଟା ପରେ ୩ ନିଖୋଜ ଶ୍ରମିକଙ୍କ ମୃତଦେହ ଠାବ ଗତ ୧୬ ତାରିଖ ଅପରାହ୍ନ ସାଢେ ୫ଟାରେ କାରଖାନାର ୟୁନିଟ-୨ ତାପଜ ବିଦ୍ୟୁତ ପ୍ରକଳ୍ପ (ପାୱାର ପ୍ଲାଣ୍ଟ)ର ୨ଟି କୋଲ୍ ହପର ଭୁଶୁଡ଼ି ପଡ଼ିଥିଲା । ଟନ୍…
ଘରୁ ମିଳିଲା ୨ ଜଣଙ୍କ ଝୁଲନ୍ତା ମୃତଦେହ ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର-ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀରୁ ମିଳିଲା ମୃତଦେହ-ଛାତ ଉପରେ ଥିବା ଆଜବେଷ୍ଟସ୍ ଘରୁ ମିଳିଲା ଯୁବକଯୁବତୀଙ୍କ ମୃତଦେହ-ପୋଲିସ ପହଞ୍ଚିବା ବେଳକୁ ଘର ଖୋଲାଥିବା…