ପାଣିପାଗ ସୂଚନା ତାତିରେ ଲାଗିଲା ବ୍ରେକ, କାଳବୈଶାଖୀ ବର୍ଷା ଦେଲା ଆଶ୍ବସ୍ତି Sukanta NayakMay 23, 2025 ପୂର୍ବକେନ୍ଦ୍ରୀୟ ଆରବ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟିସେପଟେ କେରଳମୁହାଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁଓଡ଼ିଶାକୁ ସଅଳ ମୌସୁମୀ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ
୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର,୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼କୁ ରେଡ୍ ଆଲର୍ଟ-ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ମଧ୍ୟ ରେଡ୍ ଆଲର୍ଟ-ଆସନ୍ତା ୨ ଘଣ୍ଟାରେ ୬୦ରୁ ୭୦ କିମି ପବନ ସହ ବର୍ଷା ସମ୍ଭାବନା
ଆସୁଛି ଆଉ ଏକ ଲଘୁଚାପ ଭୁବନେଶ୍ୱରେ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାକୁ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏଥର ପ୍ରବଳ…
ରାଜ୍ୟରେ ଜାରି ରହିଛି ଲଘୁଚାପ ଭୁବନେଶ୍ୱର : ସପ୍ତାହ ଧରି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ବର୍ଷାର ପ୍ରଭାବରେ ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…