ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି । କିଛି ଜାଗାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛ । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ । ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଆଲର୍ଟ ଜାରି । ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।
୯ଟି ଜିଲ୍ଲାରେ ପ୍ରବଳ ବର୍ଷା
