ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ।

ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦିଙ୍କୁ ଦେଖିବାକୁ ଭୁବନେଶ୍ବରରେ ପ୍ରବଳ ଭିଡ଼ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇଁ ରାଜଧାନୀରେ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି

Leave a Reply

Your email address will not be published. Required fields are marked *