କଲିକତା ଯାଇ ଦିଦିଙ୍କ ସହ କଥା ହୋଇ ଠିକ ସମୟରେ ଠିକ ଦରରେ ଦେଲେ ଆଣିବୁ, ନଚେତ ଉତ୍ତର ପ୍ରଦେଶରୁ ଆଳୁ ଆଣିବୁ କହିଲେ ମନ୍ତ୍ରୀ ।

ରାଜ୍ୟରେ ୫ ଲକ୍ଷ ମେଟ୍ରିକ ଟନ ଆଳୁ ଉତ୍ପାଦନ ହେଉଛି। କିନ୍ତୁ ଆବଶ୍ୟକ ହେଉଛି ୧୪ ଲକ୍ଷ ମେଟ୍ରିକ ଟନ ଆଳୁ | ଆମେ ପଶ୍ଚିମବଙ୍ଗ କିମ୍ବା ଉତ୍ତର ପ୍ରଦେଶରୁ ଆଳୁ ଆଣିବୁ | ରାଜନୀତିରେ ରାଗ ରୋଷ କିଛି ନାହିଁ | ମମତା ଏନଡିଏ ରେ ଥିବା ସମୟରେ ଆମେ ତାଙ୍କ ସହିତ ଦୀର୍ଘ ଦିନ ଧରି କାମ କରିଛୁ। ପୁଣି ଏବେ ବସିବାରେ କୌଣସି ଅସୁବିଧା ନାହିଁ | ଦିଦି ଆମ ଉପରେ ରାଗିବେନି | ଠିକ ସମୟରେ ଠିକ ଦରରେ ଦେଲେ ଆଣିବୁ, ନଚେତ ଉତ୍ତର ପ୍ରଦେଶରୁ ଆଳୁ ଆଣିବୁ ବୋଲି ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *