ନୂଆଦିଲ୍ଲୀ: ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ କଲେ ଯୁବକ । ଜନଶୁଣାଣି ବେଳେ ହୋଇଛି ଆକ୍ରମଣ । ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବା ବେଳେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଛନ୍ତି । ନିଜ ଅଭିଯୋଗ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖକୁ ଆସିଥିବା ବେଳେ ଯୁବକ ହଠାତ୍ ରେଖାଙ୍କୁ ଚାପୁଡା ମାରିଥିବା ସୂଚନା ମିଳିଛି ।
ଆସିଲେ ହୋ ହାଲ୍ଲା କଲେ, ଚାପୁଡ଼ା ମାରିଲେ!
