ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍

ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଛି| ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ ଫୁଟ୍ ରହିଛି| ଡ୍ୟାମକୁ ୨,୪୩,୮୩୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୬,୦୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି | କ୍ୟାଚମେଣ୍ଟ ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ଆଜି ହୀରାକୁଦ ଗେଟ ଖୋଲିଛି।

Leave a Reply

Your email address will not be published. Required fields are marked *