ବଦଳିଲା CPSE ପରୀକ୍ଷା ସୂଚୀ

ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ ପରୀକ୍ଷା।
CPSE ୨୦୨୪ର ତୃତୀୟ ପେପର ପରୀକ୍ଷା ସୂଚୀ ବଦଳିଲା ।
CPSE କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେସୀନ ।
ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘଞ୍ଚିଲା।
ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ।
ତୃତୀୟ ପେପର ଫିଜିକ୍ସ, କେମେଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ।
ପୂଜା ଭସାଣ ଦୃଷ୍ଟିରୁ ପରୀକ୍ଷା ସୂଚୀ ପରିବର୍ତ୍ତନ ନେଇ CPSE ସୂଚନା।
ମାତ୍ର ଅକ୍ଟୋବର ୫ର ଦୁଇଟି ପେପର ପରୀକ୍ଷା ପୂର୍ବ ସୂଚୀରେ ହେବ।

Leave a Reply

Your email address will not be published. Required fields are marked *