ଆସନ୍ତା ୨୭ରେ ଓଟିଇଟି ପରୀକ୍ଷା

ଆସନ୍ତା ୨୭ ତାରିଖରେ ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୭ ତାରିଖରେ ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା । ଦୁଇଟି ସିଟିଂରେ ହେବ OTET ପରୀକ୍ଷା । ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ନ ୨ଟାରୁ ୪ଟା ଯାଏ ପେପର-୨ ପରୀକ୍ଷା ହେବ । ୧୭ ତାରିଖ ସୁଦ୍ଧା ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ କରିପାରିବେ ଛାତ୍ରଛାତ୍ରୀ । ଏ ନେଇ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *