ଧର୍ମଶାଳାରେ ବିଜେପିର ଐତିହାସିକ ମହାମିଶ୍ରଣ ପର୍ବ ଓ ଶକ୍ତି ପ୍ରଦର୍ଶନ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେପି ସରକାର ପରିବର୍ତ୍ତନ ହେବା ପରେ ଯାଜପୁର ଜିଲ୍ଲାର ବିଜେଡି ଗଡ଼ ଦୋହଲିସାରିଲାଣି। ଆଜି ଯାଜପୁର ସ୍ଥିତ ଧର୍ମଶାଳା ମହୋତ୍ସବ ପଡ଼ିଆଠାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଐତିହାସିକ ମହା ମିଶ୍ରଣ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେଉଛି। ଏହାପୂର୍ବରୁ ଏକ ବିରାଟ ‌ଶୋଭାଯାତ୍ରାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସଭାସ୍ଥଳକୁ ଅଣାଯାଇଥିଲା। ଏଥିରେ ହଜାର ହଜାର ବିଜେପି କର୍ମୀ ଯୋଗ ଦେଇଥିଲେ

Leave a Reply

Your email address will not be published. Required fields are marked *