କାଲିଠୁ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ
-ସୁଭଦ୍ରା ପୋର୍ଟାଲରେ ଅନଲାଇନ୍ ଆବେଦନ କରିପାରିବେ
-ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
-ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ
-୨୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ
-ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଂଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ

Leave a Reply

Your email address will not be published. Required fields are marked *