ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଜୟ ଢୋଲକିଆ।
କିଛି ସମୟ ପରେ ବିଜେପିର ମିଶ୍ରଣ ପର୍ବ।
ବିଜେପିରେ ମିଶି ପାରନ୍ତି ଜୟ ଢୋଲକିଆ।
ପାର୍ଟି ଅଫିସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଜୟ ଢୋଲକିଆଙ୍କୁ ବିଜେପି ପକ୍ଷରୁ ଜୋରଦାର ସ୍ୱାଗତ।
ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଲେ ଜୟ।
ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ।
