ସୁନାବେଡ଼ାରୁ ଆସି ନୂଆପଡାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ।
ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’।
ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ ଶୋ’।
ନୂଆପଡ଼ାରୁ ଖରିଆର ରୋଡ ପର୍ଯ୍ୟନ୍ତ ରୋଡ ଶୋ’।
ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ ସାମିଲ।
ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ସାଂସଦ ମାଳବିକା ଦେବୀ ସାମିଲ।
ଅଭିନେତା ଅନୁଭବ ମହାନ୍ତି ମଧ୍ୟ ସାମିଲ।
