ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭେଚ୍ଛା

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

Leave a Reply

Your email address will not be published. Required fields are marked *