ଦିଲ୍ଲୀରୁ ଓଡ଼ିଶାବାସୀଙ୍କୁ ବଡ଼ ଭେଟି ଦେଲେ ମୋହନ

-GST ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍‌
-ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ୍
-କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ
-କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି
-ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ, କେନ୍ଦୁପତ୍ର ବିକ୍ରି ବଢ଼ିବ
-କୃଷି ଉପକରଣରେ GST ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ
-କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ- ମୁଖ୍ୟମନ୍ତ୍ରୀ
-GSTରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ
-ଜିଏସ୍‌ଟି ଛାଡ଼ ଯୋଗୁଁ ଅଧିକ ଲୋକେ ସ୍ଵାସ୍ଥ୍ୟବୀମା କରିବେ

Leave a Reply

Your email address will not be published. Required fields are marked *