ହଟିଲା ସୋସିଆଲ୍ ମିଡିଆ ବ୍ୟାନ୍।
ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି।
ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର।
ସୋସିଆଲ୍ ମିଡିଆ ବ୍ୟାନ୍ ବିରୋଧରେ କାଠମାଣ୍ଡୁରେ ହୋଇଥିଲା ବଡ଼ ବିକ୍ଷୋଭ।
ମୋଟ୍ ୨୬ଟି ସୋସିଆଲ୍ ମିଡିଆ ପ୍ଲାଟଫର୍ମକୁ ବ୍ୟାନ୍ କରିଥିଲେ ନେପାଳ ସରକାର।
ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର
