ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୪ ,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୫୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୪, ୦୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୨,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୪ ହଜାର ୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୭୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୪, ୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୪ ,୦୦୦ ଟଙ୍କା ରହିଛି । ଭାରତର ପ୍ରମୁଖ ସହର କୋଲକାତାରେ ୧,୦୨,୫୫୦ ଓ ୯୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୭,୦୦୦ ଟଙ୍କା ହୋଇଛି ।
ସୁନାର ଲାଇସେନ୍ସ ନମ୍ବର, ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
