ପାକିସ୍ତାନ: ପାକିସ୍ତାନ ଉପରେ ଆଫଗାନିସ୍ତାନ ସେନାର ଭୟଙ୍କର ଆକ୍ରମଣ। ତାଲିବାନ୍-ପାକ୍ ସେନା ମଧ୍ୟରେ ପ୍ରବଳ ଗୁଳି ବିନିମୟ। ପାକିସ୍ତାନ ଉପରେ ଆଫଗାନିସ୍ତାନ ସେନାର ଭୟଙ୍କର ଆକ୍ରମଣ। ତାଲିବାନ୍ ଓ ପାକ୍ ସେନା ମଧ୍ୟରେ ପ୍ରବଳ ଗୁଳି ବିନିମୟ। ୧୨ ପାକିସ୍ତାନୀ ସୈନିକ ନିହତ ହୋଇଥିବା ସୂଚନା। କୁନାର ଓ ହେଲମାଣ୍ଡ ପ୍ରଦେଶ ସମେତ ଡୁରାଣ୍ଡ ସୀମାରେ ଯୁଦ୍ଧ ଜାରି। ଆଫଗାନିସ୍ତାନ ସେନା କବ୍ଜାରେ ପାକିସ୍ତାନର ଅନେକ ଆଉଟପୋଷ୍ଟ । ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ବିବୃତ୍ତିରେ ସୂଚନା।
ଆଫଗାନିସ୍ତାନର ଆକ୍ରମଣରେ ଘାଇଲା ପାକିସ୍ତାନ
