କାଲି ରତ୍ନଭଣ୍ଡାର ସ୍ଥାନାନ୍ତର: କାଲି ଦିନ ୧୦ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ରତ୍ନଭଣ୍ଡାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ। ରତ୍ନଭଣ୍ଡାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ ।

Leave a Reply

Your email address will not be published. Required fields are marked *