ଜୟପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୋକୁଳାନନ୍ଦ ମଲ୍ଲିକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଅଛନ୍ତି।
ଜୟପୁର,ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି
