କାର୍ରେ ୯୦ ମିନିଟ୍ର ଯାତ୍ରା ସରିବ ମାତ୍ର ୭ ମିନିଟ୍ରେ : ୨୦୨୬ରେ ଉଡ଼ିବ ଇଲେକ୍ଟ୍ରିକ୍ ଏୟାର ଟାକ୍ସି
ନୂଆଦିଲ୍ଲୀ: ଭାରତରେ ୨୦୨୬ ସୁଦ୍ଧା ଇଲେକ୍ଟ୍ରିକ୍ ଏୟାର ଟାକ୍ସି ଉଡ଼ିବ। ଏଥିପାଇଁ ଇଣ୍ଡିଗୋର ମାଲିକାନା ରଖିଥିବା ସଂସ୍ଥା ଇଣ୍ଟରଗ୍ଲୋବ ଓ ଆମେରିକାର ଆର୍ଚର ଆଭିଏସନ ମଧ୍ୟରେ ସହଯୋଗିତା ହୋଇଛି।…