ଓଡ଼ିଶା ଆଡ଼କୁ ରହିବ ବାତ୍ୟା ଗତିପଥ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ୩ ତାରିଖରେ ଏକ ବାତ୍ୟାରେ…