ବସ୍ ବାଇକ୍ ଧକ୍କା,୨ମୃତ
ବୌଦ୍ଧ: ବୌଦ୍ଧରେ ବସ୍-ବାଇକ୍ ମୁହାଁମୁହିଁ ଧକ୍କା; ୨ ବାଇକ୍ ଆରୋହୀ-ବାଉଁଶୁଣୀ ଥାନା ଗଜରାଜପୁର ଛକ ନିଟକରେ ଦୁର୍ଘଟଣା-ଭୁବନେଶ୍ବରରୁ ଉମରକୋଟ ଅଭିମୁଖେ ଯାଉଥିଲା ବସ୍-ବିଳମ୍ବିତ ରାତିରେ ଧକ୍କା ହେବାରୁ…
Breaking And Latest News Of Odisha
ବୌଦ୍ଧ: ବୌଦ୍ଧରେ ବସ୍-ବାଇକ୍ ମୁହାଁମୁହିଁ ଧକ୍କା; ୨ ବାଇକ୍ ଆରୋହୀ-ବାଉଁଶୁଣୀ ଥାନା ଗଜରାଜପୁର ଛକ ନିଟକରେ ଦୁର୍ଘଟଣା-ଭୁବନେଶ୍ବରରୁ ଉମରକୋଟ ଅଭିମୁଖେ ଯାଉଥିଲା ବସ୍-ବିଳମ୍ବିତ ରାତିରେ ଧକ୍କା ହେବାରୁ…
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ପୁଣି ଥରେ ନିର୍ବାଚନ କମିଶନଙ୍କୁ ଟାର୍ଗେଟ କରିଛନ୍ତି । ଭୋଟର ତାଲିକା ଉପରେ ପ୍ରଶ୍ନ ଉଠାଇଛନ୍ତି ରାହୁଲ ଗାନ୍ଧୀ ।…
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୪ ,୦୦୦ ଟଙ୍କା…
ଜବ୍ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ…
ସୂଚନାଯୋଗ୍ୟ, ଦିନକ ପୂର୍ବରୁ ଲେଖାଶ୍ରୀ ସାମ୍ବାଦିକ ସମ୍ମିଳନୀରେ କହିଥିଲେ,, ସରକାର, ବର୍ଷ ଏକ ଶୋଷଣ ଅନେକ, ଭାଷଣ ଅନେକ। ବାଲେଶ୍ୱର ଜିଲ୍ଲାର ଅନେକ ନିର୍ବାଚନ ମଣ୍ଡଳୀରେ ଆଇନ…
ଲିଡ୍ସରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ଦୃଢ଼ ସ୍ଥିତିରେ ରହିଛି। ୨ୟ ଦିନ ଖେଳ ଜାରି ରହିଥିବାବେଳେ ଭ୍ରମଣକାରୀ ଦଳ ୫ ଉଇକେଟ ହରାଇ…
ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି । କିଛି ଜାଗାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା…
ପୁରୀ, ୧୧।୬ : ସ୍ନାନ ପୂର୍ଣ୍ଣିମାରେ ବରିଷ୍ଠ ସେବାୟତଙ୍କୁ ହତ୍ୟା। ପୁରୀ ଗୁଡିଆ ସାହିରେ ଘଟିଛି ଏଭଳି ହତ୍ୟାକାଣ୍ଡ। ମୃତକ ହେଉଛନ୍ତି ମହାସୁଆର ସାହିର ଜଗନ୍ନାଥ ଦୀକ୍ଷିତ।…
ବନ୍ୟଜନ୍ତୁ ଆକ୍ରମଣ ଜନିତ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି6 ଲକ୍ଷରୁ 10 ଲକ୍ଷ ଟଙ୍କାକୁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀବାସଗୃହ କ୍ଷତିଗ୍ରସ୍ତ ହେଲେ ଅନ୍ତ୍ୟୋଦୟ ଗୃହଯୋଜନାରେ…
ନୟାଗଡ଼ ଟାଉନ ଥାନା ମାନପୁରରେ ଚାଞ୍ଚଲ୍ୟଘର ଭିତରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାରପଞ୍ଚରିଡ଼ା ବନାଞ୍ଚଳର ଫରେଷ୍ଟର ଶିଶିର ସାହୁ ମୃତସ୍ତ୍ରୀ ଓ ପୁଅ ଶୋଇଥିବାବେଳେ ଘରୁ ବାହାରିଥିଲା ନିଆଁହତ୍ୟା…
ଅବସରର ଦିନକ ପୂର୍ବରୁ ଭିଜିଲାନ୍ସ ଜାଲରେ ପଡ଼ିଲେ RD ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ଷଡ଼ଙ୍ଗୀ । ଭୁବନେଶ୍ବର ଓ ଅନୁଗୁଳ ଘରୁ ମିଳିଲା ଟଙ୍କାର ପାହାଡ଼ । ନଗଦ…
ପୁରୀ ମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ ଆଣ୍ଟିଡ୍ରୋନ ଟେକ୍ନୋଲୋଜି ଲାଗିଲେ ଡ୍ରୋନ ଉଡିବା ପରେ…