ନିମ୍ନମାନର କାମ କଲେ କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ସଡକ ଓ…