ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ାରୁ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଇଛନ୍ତି  ଦୁର୍ବୃତ୍ତ। ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାଯାଇଛି। ତାଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି…

ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା।

ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ମାମଲାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଢ଼ିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହି ତଥ୍ୟ…

ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ…

ଆଜିଠୁ ବାହୁଡ଼ା ପ୍ରସ୍ତୁତି; ତିନି ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୦୨/୦୭: ଘୋଷ ଯାତ୍ରାରେ  ବଡ଼ଦାଣ୍ଡରେ ତିନି ରଥ ଟଣା ହୋଇ ଗୁଣ୍ଡିଚା ଘର  ସମ୍ମୁଖରେ ପହଞ୍ଚିଥିଲା । ଏଣିକି ଠାକୁରଙ୍କ ବାହୁଡ଼ା ଯାତ୍ରାର ପ୍ରସ୍ତୁତି । ଶରଧାବାଲିରେ…

ଜଗା ଦର୍ଶନ ପାଇଁ ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ଆମ ବସ୍‌

ଜାତୀୟ ରାଜପଥରେ ରାଜ୍ୟ ସରକାରଙ୍କ ବସ୍‌ ପୁଣି ଅଘଟଣ ଘଟାଇଛି। ଭୁବନେଶ୍ବର-ପୁରୀ ୩୧୭ ନମ୍ବର ଜାତୀୟ ରାଜପଥ ଉପରେ ନିୟନ୍ତ୍ରଣ ହରାଇଛି। ବସ୍‌ର ଚାଳକ ଅନିୟନ୍ତ୍ରିତ ହୋଇ…

ଟେଷ୍ଟ କ୍ରିକେଟରେ ଦ୍ବିତୀୟ ସର୍ବାଧିକ ରେନ ଚେଜ କରି ଭାରତ କୁ ହରାଇଲା ଇଂଲିଶ ଟିମ

ଲିଡ୍ସ ହେଡିଂଲି ଟେଷ୍ଟରେ ଭାରତକୁ ହରାଇ ଇତିହାସ ସୃଷ୍ଟି କରିଛି ଇଂଲଣ୍ଡ । ଘରୋଇ ମାଟିରେ ଟେଷ୍ଟ ଇତିହାସରେ ଦ୍ବିତୀୟ ସର୍ବାଧିକ ରନ୍‌ ଚେଜ କରିବାରେ ସଫଳ ହୋଇଛି…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ।

ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ।…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା

ଅସୁସ୍ଥତା ବିଷୟରେ ଜାଣି ଚିନ୍ତା ପ୍ରକଟ କଲେ CM‘ନବୀନଙ୍କ ଚିକିତ୍ସା ସୁରୁଖୁରୁରେ ସମ୍ପନ୍ନ ହେଉ’ଆଶୁ ଆରୋଗ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନାନବୀନ ଉତ୍ତମ ସ୍ବାସ୍ଥ୍ୟ ଲାଭ କରନ୍ତୁମୁଖ୍ୟମନ୍ତ୍ରୀ

ବଦଳିଲେ ଭଦ୍ରକ ଏସପି।

ଭଦ୍ରକ ଏସ୍‌ପି ଏମ୍‌. ସନ୍ଦୀପ ସମ୍ପତଙ୍କୁ ବଦଳିନବରଙ୍ଗପୁର ଏସ୍‌ପି ଭାବେ ଏମ୍‌. ସନ୍ଦୀପ ସମ୍ପତଙ୍କୁ ବଦଳିଭଦ୍ରକ ନୂଆ ଏସ୍‌ପି ହେଲେ ମନୋଜ କୁମାର ରାଉତକେନ୍ଦୁଝର ଅତିରିକ୍ତ ଏସ୍‌ପି…

କୋରାପୁଟ ସହିଦ ଲକ୍ଷଣ ନାୟକ ମେଡିକାଲରେ ୬ଜଣ ରୋଗୀଙ୍କ ମୃତ୍ୟୁ ଘଟଣାରେ ସମୀକ୍ଷା କରୁଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । 

ଆଜି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ଅଧିକାରୀମାନେ ମେଡିକାଲରେ ପହଞ୍ଚି ସମୀକ୍ଷା କରୁଛନ୍ତି । କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରାଯାଉଛି । ମେଡିକାଲର…

ରେଢ଼ାଖୋଲ ଥାନା, ପୋଡ଼ାବଲଣ୍ଡା ରେ ସଡ଼କ ଦୁର୍ଘଟଣା।

ରେଢ଼ାଖୋଲ: ଭାରୀଯାନ ସହିତ ମୁହାଁମୁହିଁ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାର ସାମ୍ନା କରିଥିବା ବାଇକ୍‌ ଆରୋହୀ ମହିଳା ଗୁରୁତର ଅଛନ୍ତି। ତାଙ୍କୁ ଡାକ୍ତରଖାନାରେ…