ଆଜି ମହାଳୟା: ଶ୍ରାଦ୍ଧ ଅର୍ପଣ କରୁଛନ୍ତି ଶ୍ରଦ୍ଧାଳୁ

ଫୋକସ ପ୍ଲସ(ଭୁବନେଶ୍ୱର):  ଆଜି ହେଉଛି ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ‘ମହାଳୟା’ ଅମାବାସ୍ୟା ଭାବରେ ପରିଚିତ ଓ ପ୍ରସିଦ୍ଧ। ପବିତ୍ର ମହାଳୟା ଶ୍ରାଦ୍ଧ ପାଇଁ ଆଜି ଶହଶହ…