ଜିଲ୍ଲା ଆଇନସେବା ପ୍ରାଧିକରଣ, ଅନୁଗୋଳ ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଆଇନ ସଚେତନତା ଶିବିର |

ଅନୁଗୁଳ୨୨/୧୧/୨୦୨୩; ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନସେବା ପ୍ରାଧିକରଣ, ଅନୁଗୋଳ ତରଫରୁ କନଫରେନ୍ସ ହଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନୁଗୋଳ ଠାରେ…