ବିଧାୟକ ପ୍ରତାପ ଜେନାଙ୍କ ଦ୍ୱାରା ମାହାଙ୍ଗା ବ୍ଲକ ର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ଶୁଭ ଶିଳାନ୍ୟାସ ଓ ଉଦଘାଟନ |

କଟକ,ମାହାଙ୍ଗା24/11/2023; ମାହାଙ୍ଗା ର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ଆଜି ମାହାଙ୍ଗା ବ୍ଲକର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ଶୁଭ…