ସ୍ଥଳ ଭାଗ ଛୁଇଁବନି ହେଲେ ଉତ୍ପାତ କରିବ ବାତ୍ୟା, ଉପକୂଳରେ ବର୍ଷିବ !

ବାତ୍ୟା ଅସାନୀର ଆଗମନ ପୂର୍ବରୁ ଓଡ଼ିଶା ଆକାଶରେ ପ୍ରାକ୍ ପ୍ରଭାବ । କେଉଁଠି ଆକାଶରେ ଘନକଳା ବାଦଲ ଖଣ୍ଡ ତ ଆଉ କେଉଁଠି ବର୍ଷା ସାମୁଦ୍ରିକ ଝଡ଼…