ଅଭିନେତ୍ରୀ ମୌସୁମୀ ନାୟକ ଗିରଫ, ଠକେଇ ଅଭିଯୋଗରେ ଗିରଫ କଲା ଇନଫୋସିଟି ପୁଲିସ

ଭୁବନେଶ୍ବର : ଅଭିନେତ୍ରୀ ମୌସୁମୀ ନାୟକ ଗିରଫ ହୋଇଛନ୍ତି। ମୌସୁମୀଙ୍କୁ ଗିରଫ କରିଛି ଇନଫୋସିଟି ଥାନା ପୁଲିସ । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ମୌସୁମୀଙ୍କୁ…